ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ବର୍ଷା

ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ବର୍ଷା।

ଅପମାନଜନକ ପୋଷ୍ଟ ଉପରେ ଅଙ୍କୁଶ ଲଗାଇବା ପାଇଁ ଅପିଲ କରିଛନ୍ତି ବର୍ଷା। ସୋସିଆଲ ମିଡିଆରେ ତାଙ୍କ ମର୍ଯ୍ୟାଦାହାନୀ ହେଉଥିବା ସେ ଉଲ୍ଲେଖ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes