ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲାର ଶୁଣାଣି; ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ

ରାଜ୍ୟରେ କେତେ ହାତୀଙ୍କ ମୃତ୍ୟୁ ହୋଇଛି, କେଉଁ ଅଧିକାରୀଙ୍କ ଅବହେଳା ପାଇଁ ମୃତ୍ୟୁ ହୋଇଛି ତାର ତଥ୍ୟ ଦାଖଲ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଅବହେଳା କରିଥିବା ବନ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ସେନେଇ ମଧ୍ୟ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଅକ୍ଟୋବର ୨୦ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes