ହାଇସ୍କୁଲର ହିନ୍ଦି ଓ ସଂସ୍କୃତ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ତ୍ରୁଟି, ପରୀକ୍ଷା ବାତିଲ୍

ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବାରୁ ହିନ୍ଦୀ ଓ ସଂସ୍କୃତ ବିଷୟ ଶିକ୍ଷକ ନିଯୁକ୍ତି ପାଇଁ ଅନୁଷ୍ଠିତ ମୁଖ୍ୟ ଲିଖିତ ପରୀକ୍ଷାକୁ ବାତିଲ୍ କରାଯାଇଛି ।

ପୁଣି ଥରେ ପରୀକ୍ଷା କରାଯିବ ବୋଲି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes