ହାଜତ ମୃତ୍ୟୁ ଅଭିଯୋଗ ଘଟଣାରେ ନିଜ ଆଡ଼ୁ ମାମଲା ରୁଜୁ କଲା ଓଏଚ୍ଆରସି

ଜଗତସିଂହପୁର ଜିଲ୍ଲା ଅଭୟଚାନ୍ଦପୁର ଥାନା ହାଜତ ମୃତ୍ୟୁ ଅଭିଯୋଗ ଘଟଣାରେ ନିଜ ଆଡ଼ୁ ମାମଲା ରୁଜୁ କରିଛି ରାଜ୍ୟ ମାନବାଧିକାର କମିଶନ।

୨ ସପ୍ତାହ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଏଚ୍ଆରସି। ମେ’ ୨୦ ସୁଦ୍ଧା ପୋଷ୍ଟମର୍ଟମ ରିପୋର୍ଟ ସହ ତଦନ୍ତ ରିପୋର୍ଟ ଦେବାକୁ ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଓଏଚ୍ଆରସି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes