ହାଡୁଆ ନଦୀରେ ଜଳ ଭଣ୍ଡାର ନିର୍ମାଣକୁ ମଂଜୁରୀ

କଟକ ଜିଲ୍ଲାରେ ହାଡୁଆ ନଦୀରେ ୩୮୭ ମିଟର ଦୀର୍ଘ ଓ ୪୩.୮୨୫ ମିଟର ଉଚ୍ଚର କଂକ୍ରିଟ ବନ୍ଧ ନିର୍ମାଣକୁ ମଂଜୁରୀ ମିଳିଛି।

ହାଡୁଆ ନଦୀରେ ଡ୍ୟାମ ନିର୍ମାଣ ପାଇଁ ୨୨୫ କୋଟି ଖର୍ଚ୍ଚ ହେବ। ନରସିଂହପୁର, ବଡ଼ମ୍ବା, ତିଗିରିଆ ବ୍ଲକର ଚାଷ ଜମିକୁ ପାଣି ମିଳିବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes