ହାତରେ ଲାଗିଲା ବାମ ଗୋଡ଼ର ଆଙ୍ଗୁଠି

କଟକ ଏସସିବି ମେଡିକାଲ୍‌ର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଏହି ସଫଳ ଅସ୍ତ୍ରୋପଚାର କରିଛି।

ଭଦ୍ରକ ଜିଲ୍ଲାର ସୀତାକାନ୍ତ ବାରିକଙ୍କ ଡାହାଣ ହାତରେ ବାମ ଗୋଡ଼ର ଆଙ୍ଗୁଠି ଲଗାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes