ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ

ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ ମରଣ୍ଡା ଗାଁରେ ସକାଳୁ ସକାଳୁ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି।

ମହିଳା ଜଣଙ୍କ ବଗିଚାକୁ ଯାଇଥିବାବେଳେ ଆକ୍ରମଣର ଶିକାର ହୋଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes