ହାତୀ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ଅନ୍ତର୍ଗତ କାଲକାଠ ଗ୍ରାମରେ ଜଣେ 62 ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି l ବୃଦ୍ଧାଙ୍କ ଘର ଫଟାଟାଙ୍ଗର ଗ୍ରାମରେ l
ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳକୁ ଯାଇଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes