ହାତୀ ଆକ୍ରମଣରେ ମହିଳା ମୃତ

ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳ ଖଇରବେରେଣି ଗ୍ରାମର ଶୈଲବାଳା ଦେହୁରୀ ରବିବାର ଶୌଚ ହେବାକୁ ଗାଁ ପାଖ ପଡିଆକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇ ଘଟଣା ସ୍ଥଳରେ ପ୍ରାଣ ହରାଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes