ହାତୀ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଏସଆଇଟି ଗଠନ

ମାସକ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବା ପାଇଁ ଏସଆଇଟିକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର।

ତଦନ୍ତ ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes