ହାତୀ ମୃତ୍ୟୁ ନେଇ ଜଏଣ୍ଟ ଟାସ୍କ ଫୋର୍ସ ରିପୋର୍ଟ ଉପରେ ଉଦବେଗ ପ୍ରକାଶ କଲେ ହାଇକୋର୍ଟ

ହାତୀ ମୃତ୍ୟୁ ନେଇ ଜଏଣ୍ଟ ଟାସ୍କ ଫୋର୍ସ ରିପୋର୍ଟ ଉପରେ ଉଦବେଗ ପ୍ରକାଶ କରିଛନ୍ତି ହାଇକୋର୍ଟ।

୨ ମାସରେ ୧୮ ହାତୀ ମୃତ, ହାତୀ ଆକ୍ରମଣରେ ୮ ଜଣଙ୍କର ମୃତ୍ୟୁ ଘଟିଛି। ୨ ମାସ ଭିତରେ ଠୋସ୍‌ ଯୋଜନା ପ୍ରସ୍ତୁତ, ଜଙ୍ଗଲରେ ବିକଳ୍ପ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ଓ ସୌରଶକ୍ତି ଚାଳିତ ବିଦ୍ୟୁତ ବ୍ୟବହାର ପାଇଁ ପରାମର୍ଶ ଦେଇଛନ୍ତି କୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes