ହିଙ୍ଗୁଳା ମନ୍ଦିର ନିର୍ମାଣାର୍ଥେ ଅର୍ଥଦାନ

ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ପରିକଳ୍ପିତ ନୂତନ ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ଅନନ୍ତ ସେକ୍ଟର ଟ୍ରକ ମାଲିକ ସଂଘ ପକ୍ଷରୁ ମନ୍ଦିର ପାଣ୍ଠିକୁ ଅର୍ଥଦାନ କରାଯାଇଛି ।

ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ,ମା ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡ ସଦସ୍ୟ ମୂରଲୀଧର ସାହୁ ଓ ସନ୍ତୋଷ ପ୍ରଧାନଙ୍କ ଉପସ୍ଥିତିରେ ସଂଘର ସଦସ୍ୟମାନେ ୫ ଲକ୍ଷ ୫ ହଜାର ୫୫୫ ଟଙ୍କାର ଚେକ୍ ପ୍ରଦାନ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes