ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ

ଗଂଜାମ ହିଞ୍ଜିଳିରେ ନୂଆ ଦୌରା ଜଜ୍ କୋର୍ଟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ସହ ଉଦଘାଟନୀ ଉତ୍ସବରେ ଭର୍ଚୁଆଲରେ ଉପସ୍ଥିତ ରହିଥିଲେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes