ହିଟ୍‌ୱେଭ୍ ନେଇ ଆଜି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ବଲାଙ୍ଗିର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes