ହିନ୍ଦୁ ଜାଗରଣ ମଞ୍ଚ ପକ୍ଷରୁ ଦାବି ପତ୍ର ପ୍ରଦାନ

ଆଜି ଭଦ୍ରକ ଜିଲ୍ଲା ବାସୁଦେବପୁରରେ ଏକ ଗୋ ଶାଳା ନିର୍ମାଣ ଦାବିରେ ହିନ୍ଦୁ ଜାଗରଣ ମଞ୍ଚ ବାସୁଦେବପୁର ପକ୍ଷରୁ ସ୍ଥାନୀୟ ତହସିଲଦାରଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes