ହିନ୍ଦୋଳରେ ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ

ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ହିନ୍ଦୋଳ ରୋଡ଼ ଫାଣ୍ଡି ଅଞ୍ଚଳର ବଳରାମ ପ୍ରସାଦ ଗ୍ରାମରେ ହରେକୃଷ୍ଣ ଜେନା ନାମକ ବ୍ୟକ୍ତିଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି l

ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes