ହୋର୍ଡିଂ ଟାୱାର ଉପରେ ଚଢ଼ି ଜଣେ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ବର ଶିଶୁଭବନ ଛକରେ ଏହି ଅଭାବନୀୟ ଘଟଣା ଘଟିଛି।

ସ୍ଥାନୀୟ ଲୋକଙ୍କ ସୂଚନା ପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ପ୍ରାୟ ୨ ଘଣ୍ଟା ପରେ ଟାୱାର ଉପରୁ ସଂପୃକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes