୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରୁଛନ୍ତି ଶ୍ରୀଜିଉ

ସ୍ନାନବେଦିରେ ଶ୍ରୀଜିଉଙ୍କ ଦିବ୍ୟସ୍ନାନ ନୀତି ଆରମ୍ଭ ହୋଇଥିବା ବେଳେ ୧୦୮ ଗରା ସୁବାସିତ ଜଳରେ ଦିବ୍ୟସ୍ନାନ କରୁଛନ୍ତି ଶ୍ରୀଜିଉ।

ସୁନା କୂଅକୁ ଆସିଥିବା ଜଳରେ ଚାଲିଛି ଦିବ୍ୟସ୍ନାନ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes