୧୦ ତାରିଖ ସନ୍ଧ୍ୟାରୁ ପାଞ୍ଚ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସମ୍ଭାବ୍ୟ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ନ ଥିବା ବେଳେ ଏହା ପ୍ରଭାବରେ ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ରାତିରେ ପ୍ରବଳ ବର୍ଷା ହେବ ଏବଂ 60 କିମି ପ୍ରତି ଘଣ୍ଟାରେ ପବନ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes