୧୧ଟା ୩୦ ସୁଦ୍ଧା ସମ୍ବଲପୁରରେ ୪୦.୪ ଡିଗ୍ରି May 18, 2023 by Odisha ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୧୧ଟା ୩୦ ସୁଦ୍ଧା ସମ୍ବଲପୁରରେ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।