୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ କରୁଛି କୁଚିଣ୍ଡା ଜିଲ୍ଲା କ୍ରିୟାନୁଷ୍ଠାନ କମିଟି।

ସକାଳ ୬ରୁ ସଂଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ କୁଚିଣ୍ଡା ବନ୍ଦ ପାଳନ କରାଯାଉଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes