୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ମାରିଦେଲା ପିଶାଚ ବାପା

ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ ଏହି ଘଟଣା ଘଟିଛି।

ବାପା, ମାଆ ଝଗଡ଼ା ତୁଟାଇବାକୁ ଯାଇଥିଲା ଝିଅ। ଅଭିଯୁକ୍ତ ବାପାକୁ ଅଟକ ରଖି ପୁଲିସ ପଚରାଉଚରା କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes