୨ରୁ ୩ଡିଗ୍ରୀ ବଢ଼ିପାରେ ତାପମାତ୍ରା

ଆଗାମୀ ୩ ଦିନ ମଧ୍ୟରେ ଦିନ ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ ରୁ ୩ ଡ଼ିଗ୍ରୀ ଯାଏଁ ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ।

ଉପକୂଳ ଓଡ଼ିଶାରେ କିଛି ଅଞ୍ଚଳରେ ଗୁଳୁଗୁଳି ସମ୍ଭାବନା ରହିଥିବା କହିଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes