୨୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ

ବାଲେଶ୍ଵର ଜିଲ୍ଲା ବଡ଼ଖୁରୀ ଉ.ପ୍ରା. ସ୍କୁଲର ୨୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି।

ଖେଳୁଥିଲା ବେଳେ ଅସୁସ୍ଥ ଅନୁଭବ କରିବାରୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes