୨୦ ବେଳକୁ ଲଘୁଚାପ କ୍ଷେତ୍ର ସମ୍ଭାବନା

ଉତ୍ତର ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ବାୟୂମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ବ୍ୟାପିଛି।

ପ୍ରଭାବରେ ୨୦ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ହେବ ବୋଲି ପାଣିପାଗ ବିଭାଗ କହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes