୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ୫୮ ନୂଆ ଡେଙ୍ଗୁ ରୋଗୀ ଚିହ୍ନଟ

ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ୫୮ ନୂଆ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏବେ ଜିଲ୍ଲାରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୨୬୦୩ରେ ପହଞ୍ଚିଛି।

ଚିହ୍ନଟଙ୍କ ମଧ୍ୟରୁ ଭୁବନେଶ୍ୱର ମହାନଗର ଅଞ୍ଚଳର ଅଧିକାଂଶ ରୋଗୀ ଅଛନ୍ତି। ଏବେ ଭୁବନେଶ୍ୱରରେ ଡ଼େଙ୍ଗୁ ରୋଗୀଙ୍କ ସଂଖ୍ୟା ୨୯୫୬କୁ ବୃଦ୍ଧି ହୋଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes