୨୪ ଘଣ୍ଟାରେ ରାଜ୍ୟରୁ ମାତ୍ର ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ସମ୍ବଲପୁର ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୭, ୯୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୮,୭୧୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୮୫ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes