ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଚମ୍ପାମାଲ ପଞ୍ଚାୟତ ଅନ୍ତର୍ଗତ ହନୁମାନ ପାଲି ଗ୍ରାମରେ ଆଜି ୨୪ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ପୂଜକ ସଦାନନ୍ଦ ପଣ୍ଡା ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ବୈଶାଖୁ ମେହେର ଓ ଧର୍ମପତ୍ନୀ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ସମସ୍ତ ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରୁଛନ୍ତି।