୨ ନାବାଳିକା ଗଣଦୁଷ୍କର୍ମ ମାମଲାରେ ୪ ଅଟକ

ଫେରାର ୪ ଯୁବକଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି।

ଗତ ୧୫ରେ ବିଜେପୁର ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଘଟିଥିବା ଅଭିଯୋଗ ହୋଇଥିଲା। ଯାତ୍ରା ଦେଖି ଫେରିବା ବେଳେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes