୨ ଭାଇଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ସାନକୁମାରୀ ଗାଁରେ ୨ ଭାଇଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।

ଆକ୍ରମଣରେ ସାନ ଭାଇର ମୃତ୍ୟୁ ଘଟିଥିବା ବେଳେ ବଡ଼ ଭାଇ ମେଡିକାଲରେ ଭର୍ତ୍ତି ହୋଇଛି। ୨ ଦୁର୍ବୃତ୍ତ ବାଇକରେ ଆସି ଗୋଡ଼ାଇ ଗୋଡ଼ାଇ ହାଣିଲେ। ପୂର୍ବଶତ୍ରୁତାରୁ ଆକ୍ରମଣ ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes