୨ ଶ୍ରମିକଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ

ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ରୋହିିବାଙ୍କ ସ୍ଥିତ ଏକ ରାଇସ ମିଲ୍‌ରେ କାମ ବେଳେ ବିମ୍ ପଡି ୨ ଶ୍ରମିକ ମୃତ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

ଡିଆଇସି ଏବଂ ଡିଏଲ୍ଓଙ୍କୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes