୩ ମହର୍ଷି ଛାତ୍ରଙ୍କୁ ଆକ୍ରମଣ ଅଭିଯୋଗ

ମହର୍ଷି କଲେଜର ୩ ଛାତ୍ରଙ୍କୁ କଲେଜ ବାହାରେ ଅଣଛାତ୍ର ସଂଘବଦ୍ଧ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଏ ନେଇ କଲେଜରେ ଉତ୍ତେଜନା ଦେଖାଦେଇଥିବା ବେଳେ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚିଛି ସହିଦ ନଗର ପୁଲିସ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes