୪୦ ଡ଼ିଗ୍ରୀ ଅତିକ୍ରମ କଲା ରାଜଧାନୀ ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ବରରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ଆଜି ବି ୪୦ ଡିଗ୍ରୀ ଅତିକ୍ରମ କରିଛି ତାପମାତ୍ରା।

ଦିନ ୧୧.୩୦ ସୁଦ୍ଧା ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes