୪ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା

୪ ଜୁଲାଇ ବେଳକୁ ଉତ୍ତର ଓଡିଶା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes