୪ ଦଫା ଦାବିରେ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ

ନିଯୁକ୍ତି, ସ୍ୱାସ୍ଥ୍ୟ, ଶିକ୍ଷା ଓ ବିଦ୍ୟୁତ୍‌ ବିଭ୍ରାଟକୁ ବିରୋଧ କରି କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ମାଲକାନଗିରି ବନ୍ଦ ପାଳନ କରାଯାଉଛି।

ବନ୍ଦ ପ୍ରଭାବରେ ଦୋକାନ ବଜାର ସହ ଗାଡ଼ି ଚଳାଚଳ ବନ୍ଦ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes