୪ ଶିକ୍ଷକଙ୍କୁ ବିଦାୟ କାଳିନ ସମ୍ବର୍ଦ୍ଧନା

ମୟୁରଭଞ୍ଜ ଜିଲ୍ଲା ଗୋପବନ୍ଧୁ ନଗର ବ୍ଳକ ଶିକ୍ଷା ବିଭାଗ ଅଧିନ ସାଇଁକୁଳା କ୍ଳଷ୍ଟର ର ହାଟନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଅବସର ଗ୍ରହଣ କରିଥିବା ୪ ଶିକ୍ଷକଙ୍କୁ ଆଜି ବିଦାୟ କାଳିନ ସମ୍ବର୍ଦ୍ଧନା ଦିଆଯାଇଛି । 

ମୁଖ୍ୟ ଅତିଥି ଭାବେ ବ୍ଳକ ଶିକ୍ଷକ ସଂଘର ସଭାପତି ଦେବବ୍ରତ ବାରିକ ଯୋଗ ଦେଇ ଅବସର ପ୍ରାପ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧୀତ କରିଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes