୫ଗ୍ରାମରେ ବିଜେଡ଼ିର ଜନସମ୍ପର୍କ ପଦଯାତ୍ରା

ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଅନ୍ତର୍ଗତ ବିଶାଳପାଲି, ଚେରୁପାଳି, ବଳରଙ୍ଗା, ସର୍ଗୁଣା, ଜାମପାଲି ଆଦି ଗ୍ରାମରେ ଆଜି ବିଜୁ ଜନତା ଦଳ ପକ୍ଷରୁ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା ।

ସୁବର୍ଣ୍ଣପୁର ଜିଲ୍ଲା ବିଜେଡ଼ି ଯୁବ ସଭାପତି ଅଶୋକ ନନ୍ଦଙ୍କ ନେତୃତ୍ୱରେ ଅନୁଷ୍ଟିତ ଏହି ପଦଯାତ୍ରାରେ ବିଧାୟକ ପଦ୍ମନାଭ ବେହେରା ଯୋଗଦେଇ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଉପରେ ଲୋକଙ୍କୁ ସଚେତନ କରିଥିଲେ ।ଏଥିରେ ଶତାଧିକ କର୍ମୀ ସାମିଲ ହୋଇଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes