୫ଟି ସ୍କୁଲ ପରିଦର୍ଶନ କଲେ ଉପଜିଲ୍ଲାପାଳ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ

ଆଜି ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ କୁମାର ଭୋଇ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ସୁବଳୟା ୫ଟି ସ୍କୁଲ ପରିଦର୍ଶନରେ ଆସି ସ୍କୁଲର ସୁବିଧା ଅସୁବିଧା ପଚାରି ବୁଝିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes