୫ରୁ ରାଜ୍ୟରେ ବର୍ଷା ସମ୍ଭାବନା

ସ୍ୱାଭାବିକ ଅବସ୍ଥାନକୁ ଫେରୁଛି ମୌସୁମୀ ନିମ୍ନଚାପ ରେଖା ଏଣୁ କାଲିଠୁ ରାଜ୍ୟରେ ବର୍ଷା ବଢିବା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

୬ରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ୭ ତାରଖରେରେ ବଢିବ ବର୍ଷାର ବିସ୍ତୃତି ଏବଂ ପରିମାଣ, ୪ ଜିଲ୍ଲାକୁ ଅତି ପ୍ରବଳ ଏବଂ ୧୨ ଜିଲ୍ଲାକୁ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ଚେତାବନୀ ଜାରି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes