୫ ବିଧାୟକଙ୍କ ଟିକେଟ କାଟିଲା ବିଜେଡି

ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ, ବଡ଼ଚଣାର ବରିଷ୍ଠ ବିଧାୟକ ଅମର ଶତପଥୀ, କେନ୍ଦ୍ରାପଡ଼ା ବିଧାୟକ ଶଶି ବେହେରା ଓ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତଙ୍କ ଟିକେଟ କାଟିଛି ଦଳ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes