୭୦ ବର୍ଷ ବୟସରେ ମାଟ୍ରିକ ପରୀକ୍ଷା ଦେଲେ ଫୁଲବାଣୀ ବିଧାୟକ

ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ଆଜି ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ଫୁଲବାଣୀ ରୁଜାଙ୍ଗୀ ଉଚ୍ଚବିଦ୍ୟାଳୟରେ ପରୀକ୍ଷା ଦେଇଛନ୍ତି।

ହାତରେ ଆଡମିଟ୍ କାର୍ଡ ଧରି ଧୋତି ପିନ୍ଧି ପରୀକ୍ଷା କେନ୍ଦ୍ରକୁ ପ୍ରବେଶ କରିଥିଲେ ବିଧାୟକ । ସେ ୧୯୭୮ ମସିହାରେ ଫୁଲବାଣୀର ଏଜେଓ ଉଚ୍ଚ ବିଦ୍ୟାଳୟରେ ପାଠ ପଢୁଥିଲେ । ହେଲେ ପାରିବାରିକ ସମସ୍ୟା ଯୋଗୁଁ ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ଦେଇପାରିନଥିଲେ ତେଣୁ ବର୍ତ୍ତମାନ ଏହି ପରୀକ୍ଷା ଦେଉଥିବା କହିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes