୭୩ତମ ବନ ମହୋତ୍ସବରେ ଯୋଗ ଦେଲେ ବିଧାୟକ

ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ତାଳଚେର ବ୍ଲକ ସମଲ ଠାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦର୍ଶନ କରିବା ସହିତ ବିକିସର ଠାରେ ତାଳଚେର ବନଖଣ୍ଡ ପକ୍ଷରୁ ଆୟୋଜିତ ୭୩ତମ ବନ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବୃକ୍ଷରୋପଣ କରିବା ସହିତ ଉତ୍ତମ ପରିବେଶ ପାଇଁ ସମସ୍ତଙ୍କୁ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ନିବେଦନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes