୮ହଜାର ସହଭାଗୀଙ୍କୁ ସାଇକେଲ ବିଣ୍ଟିଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏସଏସଜି ମହିଳାଙ୍କୁ ସାଇକେଲ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଜଳସାଥୀ, ଆହାର କର୍ମୀ, ସ୍ୱଚ୍ଛ କର୍ମୀ, ସ୍ୱଚ୍ଛ ସାଥୀ ଓ ସୁପରଭାଇଜରଙ୍କୁ ସାଇକେଲ ବଣ୍ଟନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes