୮ ଡିଗ୍ରୀ କଲେଜ୍‌କୁ ଉଚ୍ଚ ଶିକ୍ଷା ବିଭାଗର କାରଣ ଦର୍ଶାଅ ନୋଟିସ

ଇ-ଆଡମିଶନ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେଇ ନଥିବାରୁ ୮ ଡିଗ୍ରୀ କଲେଜ୍‌ ସହ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ନୋଟିସ୍‌ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ।

କାହିଁକି ଯୋଗ ଦେଲେନି ମେ’ ୨୯ ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ ରହିଛି।ଗତ ୨୩ ଓ ୨୪ରେ ଭୁବନେଶ୍ବରରେ ଆୟୋଜିତ ହୋଇଥିଲା ଟ୍ରେନିଂ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes