୮ ସଂସଦୀୟ କ୍ଷେତ୍ର ପାଇଁ ବିଜେଡିର ପ୍ରାର୍ଥୀ ଘୋଷଣା; ସମ୍ବଲପୁରରୁ ଲଢ଼ିବେ ପ୍ରଣବ ପ୍ରକାଶ ଦାସ

ପ୍ରଣବ ପ୍ରକାଶ ଦାସ ସମ୍ବଲପୁରରୁ ପ୍ରାର୍ଥୀ ହୋଇଥିବା ବେଳେ ଭୁବନେଶ୍ବରରୁ ମନ୍ମଥ ରାଉତରାୟ, କଳାହାଣ୍ଡିରୁ ଲମ୍ବୋଦର ନିଆଲ, ସୁନ୍ଦରଗଡ଼ରୁ ଦିଲୀପ ତିର୍କୀ, ମୟୂରଭଂଜରୁ ସୁଦାମ ମାରାଣ୍ଡି, କେନ୍ଦ୍ରାପଡ଼ାରୁ ଅଂଶୁମାନ ମହାନ୍ତି, ନବରଙ୍ଗପୁରରୁ ପ୍ରଦୀପ ମାଝୀ, କୋରାପୁଟରୁ କୌଶଲ୍ୟା ହିକକା, ଆସିକାରୁ ରଂଜିତା ସାହୁ ନିର୍ବାଚନ ଲଢ଼ିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes