୯ ଓଡ଼ିଶା ଆସିବେ ବିହାର ମୁଖ୍ୟମନ୍ତ୍ରୀ

ଆସନ୍ତା ୯ ତାରିଖରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓଡ଼ିଶା ଆସିବେ।

ନୀତୀଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର୍ କାର୍ଯ୍ୟକ୍ରମ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes