ସୁବର୍ଣ୍ଣପୁର କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଜି ୱାର୍ଲଡ ସାଇକେଲ ଡେରେ ସାଇକଲ ଚଳାଇ ଲୋକଙ୍କୁ ସଚେତନତାର ବାର୍ତ୍ତା ବାଣ୍ଟିଛନ୍ତି।
ଏହି ସାଇକଲ ଯାତ୍ରା ସ୍ଥାନୀୟ ବିଜୁ ପଟ୍ଟନାୟକ ଛକ ଠାରୁ ବାହାରି ରାମେଶ୍ବର ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା ।
Credible Local News of Odisha