10 ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, 2 ଗିରଫ

ଖୋର୍ଦ୍ଧା ଫରେଷ୍ଟ କଲୋନୀରେ ଆଜି ପୁଲିସ 10 ଗ୍ରାମର ବ୍ରାଉନସୁଗର ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି l

ଜବତ ବ୍ରାଉନସୁଗରର ମୂଲ୍ୟ ପ୍ରାୟ ଦଶ ଲକ୍ଷ ଟଙ୍କା ହେବ ବୋଲି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes