12 ଜିଲ୍ଲାକୁ କାଳବୈଶାଖୀ ଚେତାବନୀ

ଆସନ୍ତାକାଲି ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି 12 ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes