13 ତାରିଖରେ ଆଠ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ

ଆସନ୍ତା 13 ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, ନୟାଗଡ଼, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes